www.samajalive.in
Friday, December 5, 2025
20.1 C
Bhubaneswar

ତାତି ସାଙ୍ଗକୁ ଗୁଳୁଗୁଳି ; ସାଢେ ୮ଟା ସୁଦ୍ଧା ୩୬ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ତାତି ସାଙ୍ଗକୁ ହେଉଛି ଗୁଳୁଗୁଳି। ଶନିବାର ସକାଳ ସାଢେ ୮ଟା ସୁଦ୍ଧା ୩୬ ଡିଗ୍ରୀ ଟପିଲା ତାପମାତ୍ରା। ୩୬.୮ ଡିଗ୍ରୀ ସହ ତାଳଚେରର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ୩୬, ଭୁବନେଶ୍ୱର ଓ ଜଗତସିଂହପୁର ୩୩.୪, କଟକ ୩୩ ଡିଗ୍ରୀ ରେକର୍ଡ କରାଯାଇଛି।

ବୃହସ୍ପତି ଚଳନ : ୧୨ ବର୍ଷ ପରେ ବୃଷ ରାଶିରେ ଦେବଗୁରୁ, ୧୨ ରାଶିରେ ପ୍ରଭାବ.. କେତେ ଶୁଭ..

- Advertisement -

ସେହିପରି ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ୍। ହିଟ୍ ୱେଭ୍ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ପକ୍ଷରୁ ସୂଚନା ମିଳିଛି। ଉତ୍ତର ଓ ପଶ୍ଚିମ ଆଭ୍ୟନ୍ତରୀଣ ଓଡିଶାରେ ହିଟ୍ ୱେଭ୍ ରହିବ। ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଯାଜପୁର ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ନିଆଁ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories