nua o banner

ଅସହ୍ୟ ; ତତଲା କଡେଇରେ ସାରା ରାଜ୍ୟ, ସାଢେ ୧୧ଟାରେ ରାଜଧାନୀର ତାପମାତ୍ରା ୪୧ ଟପିଲା

BJD Bijuli 480×75 Mob

ଭୁବନେଶ୍ୱର : ଉପରମୁହାଁ ପାରଦ। ଶନିବାର ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୧ ଟପିଲା। ଭୁବନେଶ୍ୱରର ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡାର ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ରେକର୍ଡ କରାଯାଇଛି। କେନ୍ଦୁଝର  ୪୦.୬, ବାଲେଶ୍ୱର ୪୦.୧, ସମ୍ବଲପୁର  ୪୦, ଚାନ୍ଦବାଲି ୩୯.୬, ହୀରାକୁଦ ୩୯, ରାଉରକେଲା ୩୮.୬, ଗୋପାଳପୁର ୩୪.୪, ପୁରୀ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି।

ବୃହସ୍ପତି ଚଳନ : ୧୨ ବର୍ଷ ପରେ ବୃଷ ରାଶିରେ ଦେବଗୁରୁ, ୧୨ ରାଶିରେ ପ୍ରଭାବ.. କେତେ ଶୁଭ..

Comments are closed.