www.samajalive.in
Monday, December 8, 2025
17.1 C
Bhubaneswar

୧୦ କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ମାଫିଆ ଫେରାର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ୧୦ କୁଇଣ୍ଟାଲରୁ ଅଧିକ ପରିମାଣର ଗଞ୍ଜେଇ ଜବତ କରିଥିବା ସୂଚନା ମିଳିଛି। ତେବେ ଘଟଣାସ୍ଥଳରୁ ଗଞ୍ଜେଇ ଛାଡି ମାଫିଆ ଫେରାର ହୋଇଥିବା ପୋଲିସ ସୂଚନା ଦେଇଛି। ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲାଣକୁ ଅଞ୍ଚଳରୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ପୋଲିସ ଓ ଅବକାରୀ ବିଭାଗ ଜୋର ସୋର ପ୍ରୟାସ ଜାରି ରଖିଥିଲେ ମଧ୍ୟ ସଫଳ ହୋଇ ପାରୁନାହିଁ। କୋଟି କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ ପରେ ମଧ୍ୟ ପୁଣି କୋଟି କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଚାଲାଣ ବେଳେ ଧରା ପଡୁଛି। ପୁଣି ଫିରିଙ୍ଗିଆ ପୋଲିସ ଲଗାତାର ଫିରିଙ୍ଗିଆ ବ୍ଲକର ବିଭିନ୍ନ ଅଞ୍ଚଳର ଚଢ଼ାଉ କରି କୁଇଣ୍ଟାଲ କୁଇଣ୍ଟାଲ ଗଞ୍ଜେଇ ଜବତ କରିଥିବା ବେଳେ ପୁଣି ଥରେ ଫିରିଙ୍ଗିଆ ପୋଲିସ ଦଶ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories