www.samajalive.in
Wednesday, December 10, 2025
26.1 C
Bhubaneswar

୪୩ ଡିଗ୍ରୀ ଉପରେ ୧୨ ସହର, ୪୪.୩ ଡିଗ୍ରୀ ସହ ଅନୁଗୁଳ ସବୁଠୁ ଉତ୍ତପ୍ତ

ଡେସ୍କ: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ରାଜ୍ୟର ୨୭ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିବା ବେଳେ ୧୨ଟି ସହରରେ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ରହିଥିବା ରେକର୍ଡ କରାଯାଇଛି। ଆଜି ଅନୁଗୁଳରେ ସର୍ବାଧିକ ୪୪.୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବୌଦ୍ଧରେ ୪୪.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବାରିପଦାରେ ପାରଦ ୪୪, ନୟାଗଡ଼ ଓ କଟକରେ ୪୩.୭, ଢେଙ୍କାନାଳରେ ୪୩.୬ ଏବଂ ତାଳଚେର, ଟିଟିଲାଗଡ ଓ ମାଲକାନଗିରିରେ ୪୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଗାମୀ ୩ ଦିନ ତାତି ବଳବତ୍ତର ରହିବ।

ଅଶ୍ଳୀଳ ଭିଡିଓ ମାମଲା – ଦେଶ ଛାଡ଼ି ପଳାଇଲେ ଦେବେଗୌଡ଼ାଙ୍କ ନାତି ପ୍ରଜ୍ୱଲ ରେବନ୍ନା

- Advertisement -

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories