www.samajalive.in
Sunday, December 7, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ ଜଣେ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା ଜଗନ୍ନାଥ ସାହିରେ ରହିଆସୁଥିବା ତ୍ରିପାତି ପଟ୍ଟନାୟକ (୫୨)ଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ ବିଭିନ୍ନ ଅଞ୍ଚଳରେ ସୋଲାର କାର୍ଯ୍ୟ ଚାଲିଥିଲା । ସୋଲାର ପାଣି ଟାଙ୍କି ମରାମତି କାର୍ଯ୍ୟରେ ଡ୍ରାଇଭର ଭାବରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ମାଳିଗୁବାଙ୍ଗ ପଞ୍ଚାୟତର ସଦରରେ ତ୍ରିପାତି ପଟ୍ଟନାୟକ ଯାଇଥିଲେ। ସେହିଠାରେ ସୋଲାର କାର୍ଯ୍ୟ କରୁଥିବା ବେଳେ ଏକ ପାଇପ ଉଠାଇବା ସମୟରେ ଉପରେ ଯାଇଥିବା ୧୧କେଭି ବିଦ୍ୟୁତ ତାରରେ ସଂସ୍ପର୍ଶରେ ଆସି ସର୍ଟସର୍କିଟରେ ତ୍ରିପାତି ପଟ୍ଟନାୟକ ଗୁରୁତର ହୋଇଥିଲେ। ସେହି ଠାରୁ ସ୍ଥାନୀୟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories