www.samajalive.in
Monday, December 8, 2025
20.1 C
Bhubaneswar

ଟ୍ରକକୁ ଧକ୍କା ଦେଲା ପିକଅପ ଭ୍ୟାନ୍, ୮ ମୃତ

ନୂଆଦିଲ୍ଲୀ: ଛତିଶଗଡରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଲା ପିକଅପ ଭ୍ୟାନ୍। ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବେମେତରା ଜିଲ୍ଲା କଥିଆ ଗାଁ ନିକଟରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୫ ଜଣ ମହିଳା ଏବଂ ୩ ଜଣ ଶିଶୁ ରହିଥିବା ଜଣାପଡିଛି। ୨୩ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories