www.samajalive.in
Saturday, December 6, 2025
15.1 C
Bhubaneswar

କଂଗ୍ରେସ ଛାଡିଲେ ବରିଷ୍ଠ ନେତା ଦୁଲାଲ ପ୍ରଧାନ

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଦୁଲାଲ ପ୍ରଧାନ। ଦୁଲାଲଙ୍କୁ ପ୍ରଥମେ ସମ୍ବଲପୁର ଲୋକସଭା ଆସନ ପାଇଁ ଟିକେଟ ଦେଇ ପରେ ତାଙ୍କ ସ୍ଥାନରେ ଅନ୍ୟ ଜଣେ ପ୍ରାର୍ଥୀଙ୍କୁ ଦଳ ଟିକେଟ ଦେବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଦୁଲାଲ। ରବିବାର ଦୁଲାଲଙ୍କ ବଦଳରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ଟିକେଟ ବଦଳିକୁ ନେଇ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି ଦୁଲାଲ। ନଗେନ୍ଦ୍ର ପ୍ରଧାନ ପୂର୍ବରୁ ବିଜେଡିରେ ଥିଲେ। ବିଜେଡି ଟିକେଟ ନଦେବାରୁ ଦଳ ଛାଡି କଂଗ୍ରେସରେ ସାମିଲ ହୋଇଥିଲେ। ଏବେ କଂଗ୍ରେସ ତାଙ୍କୁ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories