www.samajalive.in
Sunday, December 14, 2025
26.1 C
Bhubaneswar

ଭୁବନେଶ୍ଵର ବିମାନ ବନ୍ଦରରୁ ଜବତ ହେଲା ପୁଳା ପୁଳା ଟଙ୍କା

ଭୁବନେଶ୍ଵର: ଭୁବନେଶ୍ଵର ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ। ଦୁଇ ଜଣ ବ୍ୟକ୍ତିଙ୍କଠାରୁ ଏହି ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି। ଲଗେଜ୍ ସ୍କାନିଂ ବେଳେ ଟଙ୍କା ଥିବା ଜଣାପଡିଥିଲା। ଜଣେ ଦିଲ୍ଲୀରୁ ଏବଂ ଆଉ ଜଣେ ବ୍ୟକ୍ତି ଚେନ୍ନାଇରୁ ଆସିଥିଲେ। କେଉଁଥି ପାଇଁ ଏତେ ଟଙ୍କା ଆସିଥିଲା। ଟଙ୍କା ଜବତ ହେବା ପରେ ଆୟକର ବିଭାଗ ତଦନ୍ତ ଜାରି ରଖିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories