www.samajalive.in
Saturday, December 13, 2025
26.1 C
Bhubaneswar

ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଛତ୍ରପୁର: ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ନବୀନ। ଏହି ସମୟରେ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୃବକ୍ସି ପାତ୍ର, ଆସିକା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ, ସାନଖେମୁଣ୍ଡି ବିଧାୟକ ପ୍ରାର୍ଥୀ, ପୋଲସରା ବିଧାୟକ ପ୍ରାର୍ଥୀ, ଗଞ୍ଜାମ ଜିଲ୍ଲାର ତୁଙ୍ଗ ନେତା, ବିଧାୟକ ପ୍ରାର୍ଥୀ ଏବଂ ୫ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌‌ ଉପସ୍ଥିତ ରହିଥିଲେ। ଆସନ୍ତା ମେ ୨୦ରେ ହିଞ୍ଜିଳିରେ ମତଦାନ ଗ୍ରହଣ କରାଯିବ। ଚଳିତଥର ୨ଟି ଆସନରୁ ଲଢୁଛନ୍ତି ମୁଖ୍ୟମନ୍ତ୍ରୀ । ହିଞ୍ଜିଳି ସହ କଣ୍ଟାବାଞ୍ଝି ଆସନରେ ମୈଦାନକୁ ଓହ୍ଲାଇବେ ନବୀନ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories