www.samajalive.in
Saturday, December 6, 2025
19.1 C
Bhubaneswar

ଏନକାଉଣ୍ଟରରେ ୭ ମାଓବାଦୀ ନିପାତ

ମାଲକାନଗିରି: ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ। ଛତିଶଗଡ ନାରାୟଣପୁର ଆବୁଜମାଡ ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ତେବେ ଡିଆରଜି ଏବଂ ଏସଟିଏଫର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଗୁଳି ବିନିମୟରେ ୭ ନକ୍ସଲ ନିପାତ ହୋଇଛନ୍ତି। ୭ ମୃତ ମାଓବାଦୀଙ୍କ ମଧ୍ୟରେ ଦୁଇ ଜଣ ମହିଳା ମାଓବାଦୀ ଥିବା ଜଣାପଡିଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ସର୍ଚ୍ଚ ଅପରେସନ ବେଳେ ଏକେ-୪୭ ଏବଂ ବହୁ ବିସ୍ଫୋରକ ଜବତ ହୋଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories