www.samajalive.in
Sunday, December 7, 2025
26.1 C
Bhubaneswar

ଘାଟିରେ ରାସ୍ତାକଡକୁ ଖସିପଡିଲା ମିନି ଟ୍ରକ୍: ଡ୍ରାଇଭର ଆହତ

ଗଞ୍ଜାମ: ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା। ରାସ୍ତାକଡକୁ ଖସିପଡିଲା ମିନି ଟ୍ରକ୍। ଫଳରେ ଡ୍ରାଇଭର ଜଣଙ୍କ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ତପ୍ତପାଣି ଘାଟିର ପାଳୁଖୋଳା ନିକଟରେ ମିନି ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅନ୍ୟ ଏକ ଗାଡିକୁ ଓଭରଟେକିଂ କରିବାବେଳେ ମିନି ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପରେ ଖବର ପାଇ ଘଟଣାସ୍ଥଳରେ ଦିଗପହଣ୍ଡି ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories