www.samajalive.in
Monday, December 8, 2025
24.1 C
Bhubaneswar

ସକାଳ ୮ଟା ୩୦ସୁଦ୍ଧା ୩୭ ଡିଗ୍ରୀ ଟପିଲା ତାତି: ତାଳଚେର ସବୁଠୁ ଉତ୍ତପ୍ତ

ଭୁବନେଶ୍ଵର: କାଳବୈଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ବୁଧବାର ଟିକିଏ ଆଶ୍ଵସ୍ତି ମିଳିଥିଲା। ହେଲେ ଆଜି ପୁଣି ସକାଳୁ ଭୀଷଣ ତାତି ଅନୁଭୂତ ହେଲାଣି। ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ରା ୩୭ ଡିଗ୍ରୀ ଟପିଲାଣି। ୩୭.୨ ଡିଗ୍ରୀ ସହ ତାଳଚେର ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭବାନୀପାଟଣାରେ ୩୬.୨, ବଲାଙ୍ଗୀର ୩୫.୪, ମାଲକାନଗିରି ୩୫ , ଝାରସୁଗୁଡା ୩୪.୮ , ବାଲେଶ୍ଵର ୩୪.୬, ରାଉରକେଲା ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସିଭିୟର ହିଟଓ୍ବେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଏବଂ ଶୁକ୍ରବାର ପାଇଁ  ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories