www.samajalive.in
Saturday, December 13, 2025
18.1 C
Bhubaneswar

 ସମର୍ଥକଙ୍କ ଗହଣରେ ଆସି ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଦୁର୍ଗାପ୍ରସାଦ ପାଢ଼ୀ

ବୁର୍ଲା: ମାଁ ସମ୍ବଲେଶ୍ୱରୀଙ୍କ ଦର୍ଶନ ପରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଦୁର୍ଗାପ୍ରସାଦ ପାଢ଼ୀ ଶୋଭାଯାତ୍ରାରେ ଆସିସମ୍ବଲପୁର ଉପଜିଲାପାଳଙ୍କ ନିକଟରେ ନାମାନଙ୍କନପତ୍ର ଦାଖଲ କରିଛନ୍ତି। ବାଲିବନ୍ଧାରୁ ବାହାରିଥିବା ଶୋଭାଯାତ୍ରାରେ ସମ୍ବଲପୁର ସାଂସଦ ପ୍ରାର୍ଥୀ ନଗେନ୍ଦ୍ର ପ୍ରଧାନ, ରେଢ଼ାଖୋଲ ବିଧାୟକ ପ୍ରାର୍ଥୀ ଆସଫ୍ ଅଲି ଖାନ, ଜିଲା କଂଗ୍ରେସ କମିଟି ସଭାପତି ଜୟଶଙ୍କର ମିଶ୍ର, ମହିଳା କଂଗ୍ରେସ ସଭାପତି ପ୍ରମୁଖ ସାମିଲ ହୋଇଥିଲେ। ତାଙ୍କ ଶୋଭାଯାତ୍ରାରେ  ପ୍ରାୟ ୬ରୁ୭ ହଜାର କଂଗ୍ରେସ କର୍ମୀ ଯୋଗଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories