www.samajalive.in
Monday, December 8, 2025
17.1 C
Bhubaneswar

ସାନ୍ତାଳୀ ଭାଷା ଦିବସ ପାଳିତ

ବଡ଼ସାହି : ଖାନୁଆ ପଞ୍ଚାୟତ ଧାନଶୁଳା ପୁରଗାଲ ତାରାଶ କ୍ଲବ ଆନୁକୂଲ୍ୟରେ ୧୬ତମ ସାନ୍ତାଳୀ ଭାଷା ଦିବସ ପାଳିତ ହୋଇଯାଇଛି। କ୍ଲବର ସମ୍ପାଦକ ଶ୍ୟାମସୁନ୍ଦର ହାଁସଦାଃଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗ୍ରାମର ମୁଖିଆ ମାଝୀ ବାବା ଧାରମା ବାସ୍କେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଶିକ୍ଷକ ଗୋରାଚାନ୍ଦ ବାସ୍କେ, କାହ୍ନୁ ବାସ୍କେ ଓ ବଙ୍କିମ ହେମ୍ବ୍ରମ ପ୍ରମୁଖ ଯୋଗଦେଇ ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ କହିଥିଲେ। କ୍ଲବର ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories