www.samajalive.in
Monday, December 8, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ମେ’ ୫ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ରାତି ସାଢେ ୯ଟାରେ ଭୁବନେଶ୍ୱର ପହଞ୍ଚିବେ..

- Advertisement -

ତାତିରୁ ମିଳିବ ତ୍ରାହି .. ଆଶ୍ୱସ୍ତି ଆଣିବ କାଳବୈଶାଖୀ.. ରାଜ୍ୟରେ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା..

ଭୁବନେଶ୍ଵର: ଆସନ୍ତା ସପ୍ତାହରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ; ତାତିରୁ ମିଳିବ ତ୍ରାହି..

୧୦ ତାରିଖରେ ଭୁବନେଶ୍ଵରରେ ରୋଡ୍ ଶୋ’ କରିବେ..

୧୧ ତାରିଖରେ ବଲାଙ୍ଗୀରରେ ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି..

ଓଡିଶା; ଷ୍ଟାର ପ୍ରଚାରକ ତାଲିକା ଦେଲା କଂଗ୍ରେସ, ସୋନିଆ, ରାହୁଲ, ପ୍ରିୟଙ୍କା,ଖଡଗେ, ରେବନ୍ତ ରେଡ୍ଡୀ, ଭୂପେଶ ବଘେଲ, ସଚିନ ପାଇଲଟ ତାଲିକାରେ ରହିଛନ୍ତି..

କୋରାପୁଟରେ ମାରାଥନ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ..

ଅକ୍ଷୟ ତୃତୀୟା ; ଆଲମିରାରେ ରଖନ୍ତୁ ଏହି ୫ଟି ଜିନିଷ; ହେବେ ମାଲାମାଲ୍ ,ଖାଲି ହେବନି ଆଲମିରା, ପକେଟ୍..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories