www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ପୂଜା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ଗୁପ୍ତନୀତିକୁ ଦଇତାପତି ଓ ଅନ୍ୟାନ୍ୟ ସେବାୟତ ମାନେ ସମ୍ପାଦନ କରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories