www.samajalive.in
Friday, December 5, 2025
20.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ୪ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ..

ସୋମବାର ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥି, ଶ୍ରୀବିଗ୍ରହ ମାନଙ୍କ ପଇତା ଲାଗୀ ନୀତି ଅନୁଷ୍ଠିତ ହେବ..

- Advertisement -

ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ..

ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

କନିଷି ସଭାରେ ଯୋଗ ଦେଇ ଜନସାଧାରଙ୍କୁ ସମ୍ବୋଧନ..

ଅଭିଭାଷଣରୁ ବିଜେଡିକୁ ଟାର୍ଗେଟ କଲେ ମୋଦୀ..

ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ସାଧାରଣ ସଭାରେ ହେଲେ ସାମିଲ..

୬ ବର୍ଷର ଶିଶୁକୁ ନାଳକୁ ଫିଙ୍ଗିଲା ମାଆ ; କୁମ୍ଭୀର ମୁହଁରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ: ଟି-୨୦ ବିଶ୍ଵକପକୁ ଆତଙ୍କବାଦୀଙ୍କ ଧମକ..

ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ହେବାକୁ ଥିବା ପୁରୁଷ ଟି-୨୦ ବିଶ୍ଵକପକୁ ନେଇ ଆତଙ୍କବାଦୀ ସଂଗଠନ ଆଇଏସ ପକ୍ଷରୁ ଧମକ ଦିଆଯାଇଥିବା ସୂଚନା..

ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି..

ଆଜିଠୁ ରାଜ୍ୟରେ ପାଗରେ ଆସିବ ପରିବର୍ତ୍ତନ..

ଆଗାମୀ ୪ଦିନ ଯାଏ କାଳବୈଶାଖୀ ସମ୍ଭାବନା..

ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ କମିବ..

ଅକ୍ଷୟ ତୃତୀୟାରେ ଆଣନ୍ତୁ ମା’ଲକ୍ଷ୍ମୀଙ୍କ ପ୍ରିୟ ଜିନିଷ ; ହେବ ଧନବର୍ଷା..

୯ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଝଡ଼ ତୋଫାନ ସହ ବର୍ଷା ସମ୍ଭାବନା..

ନୂଆଦିଲ୍ଲୀ: ଆଗାମୀ ୫ ବର୍ଷ ମଧ୍ୟରେ କାର୍ଯ୍ୟକାରୀ ହେବ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ନୀତି, ତିରୁପତିରେ ପ୍ରଚାର କାର୍ଯ୍ୟକ୍ରମରେ ଘୋଷଣା କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ..

ରାଞ୍ଚି: ଝାଡ଼ଖଣ୍ଡ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଆଲମଗିର ଆଲମଙ୍କ ସଚିବ ସଞ୍ଜୀବ କୁମାର ଲାଲଙ୍କ ଘରୋଇ ସହାୟକଙ୍କ ଘରୁ ୨୦ କୋଟି ଜବତ..

ଆର୍ଥିକ ଅନିୟମିତତା ମାମଲାର ଖୋଳତାଡ଼ ସମୟରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ..

ସୁବର୍ଣ୍ଣପୁରରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ ..

ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ..

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories