www.samajalive.in
Sunday, December 7, 2025
23.1 C
Bhubaneswar

ଦିନରେ ସ୍ୱପ୍ନ ଦେଖୁଛି ବିଜେପି- ନବୀନ

ଭୁବନେଶ୍ୱର: ଓଡ଼ିଶାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଢିବା ଦୃଢୋକ୍ତିକୁ ଦିବା ସ୍ୱପ୍ନ କହିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ରହ୍ମପୁର ଓ ନବରଙ୍ଗପୁର ଜନସଭାରେ ମୋଦୀଙ୍କ ମନ୍ତବ୍ୟ ପରେ ଭିଡ଼ିଓ ଜାରି କରି ତାତ୍ସଲ୍ୟ କଲେ ମୁଖ୍ୟମନ୍ତ୍ରୀ। ଖଡିଆଳ ନିର୍ବାଚନ ପ୍ରଚାରରେ ଥିବାବେଳେ ବିମାନରୁ ଭିଡ଼ିଓ ଜାରି କରି ନବୀନ କହିଛନ୍ତି ଯେ ବିଜେପି ଦିନରେ ସ୍ୱପ୍ନ ଦେଖୁଛି। ବିମାନରେ ଯିବା ବେଳେ ୫ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ପଚାରିଥିଲେ ଯେ ଏଥର ରାଜ୍ୟରେ ବିଜେପି ସରକାର ଗଢିବ ବୋଲି କହୁଛନ୍ତି। ଏହାର ଜାବବରେ ମୁଖ୍ୟମନ୍ତ୍ରୀ କହିଥିଲେ ବହୁତ ଦିନ ହେଲା ବିଜେପି ଦିନରେ ସ୍ୱପ୍ନ ଦେଖିଛନ୍ତି।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories