www.samajalive.in
Tuesday, December 9, 2025
17.1 C
Bhubaneswar

କୁଲଗାମରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ: ସର୍ଚ୍ଚ ଅପରେସନ୍ ଜାରି

ନୂଆଦିଲ୍ଲୀ:  ଜାମ୍ମୁ କାଶ୍ମୀର କୁଲଗାମରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ପାଇ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ କରିଥିଲେ।  ପ୍ରଥମେ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ପରେ ସୁରକ୍ଷାକର୍ମୀମାନେ ଏହାର ପାଲଟା ଜବାବ ଦେଇଥିଲେ। ବର୍ତ୍ତମାନ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି। କିଛି ଦିନ ତଳେ ଜାମ୍ମୁ କାଶ୍ମୀରର ବାୟୁସେନା କନଭେୟ ଉପରେ ଆତଙ୍କୀ ହମଲା ହୋଇଥିଲା। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories