www.samajalive.in
Tuesday, December 9, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଗୁଜରାଟରୁ ୪ ସାଇବର ଠକଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ.. ଭୁବନେଶ୍ବରର ଜଣେ ବ୍ୟକ୍ତିଙ୍କ ଅଭିଯୋଗ ଆଧାରରେ ଗିରଫ.. ଅନଲାଇନ ଟ୍ରେଡିଂ ନାମରେ ୨୦ ଦିନରେ ୬୦ଲକ୍ଷ ହଡ଼ପ କରିଥିଲେ..

କଂଗ୍ରେସ ଛାଡ଼ିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ.. ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନାଙ୍କ ନାମରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡ଼ିଲେ.. ବାଲେଶ୍ବର ସାଂସଦ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ..

- Advertisement -

ନିର୍ବାଚନ ପୂର୍ବରୁ କନ୍ଧମାଳ ପୁଲିସକୁ ବଡ଼ ସଫଳତା.. ଆତ୍ମସମର୍ପଣ କଲା କୁଖ୍ୟାତ ମାଓବାଦୀ..

ହାତ ଛାଡ଼ିବାର ୨ ଦିନ ପରେ ପଦ୍ମ ଧରିଲେ ରାଧିକା ଖେରା.. କହିଲେ- କଂଗ୍ରେସ ରାମ ବିରୋଧୀ..

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଅନ୍ତରୀଣ ଜାମିନ୍..ଜାମିନ୍ ଆବେଦନର ଶୁଣାଣି ଗୁରୁବାର କିମ୍ବା ଆସନ୍ତାକାଲି ହେବ..

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡାଣକୁ ବାରଣ.. ନୋ ଫ୍ଲାଇଂ ଜୋନ୍ ସହ ଡ୍ରୋନ୍ ଉଡାଣ ବାରଣ ପାଇଁ ନିର୍ଦ୍ଦେଶ..

ଓଡ଼ିଶାରେ ପ୍ରଚାର କରିବେ ହେମା ମାଳିନୀ.. ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ବିଜେପି ସାମିଲ..

ଆସନ୍ତା ୯ ତରିଖରେ ଓଡ଼ିଶା ଆସିବେ ବିଜେପିର ୨ ବରିଷ୍ଠ ନେତା.. କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା..

୧୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ.. ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ଏସପିଜି ଦଳ ଓ ପୁଲିସ..

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ..

ସଲମାନ ଖାନଙ୍କ ଘରବାହାରେ ଗୁଳି ଚାଳନା ମାମଲା.. ରାଜସ୍ଥାନରୁ ଧରା ହେଲା ୫ମ ଅଭିଯୁକ୍ତ..

ଲଞ୍ଚ୍‌ ହେବାର କିଛି ଘଣ୍ଟା ପୂର୍ବରୁ ସୁନିତା ୱିଲିୟମ୍ସଙ୍କ ତୃତୀୟ ମହାକାଶ ମିଶନ ସ୍ଥଗିତ..

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories