www.samajalive.in
Friday, December 12, 2025
26.1 C
Bhubaneswar

୯ରେ ଆସିବେ ଗଡ଼କରି ଓ ବିଶ୍ବଶର୍ମା, ଓଡ଼ିଶାରେ ପ୍ରଚାର କରିବେ ହେମା ମାଲିନି

ଭୁବନେଶ୍ବର: ଆସନ୍ତା ୯ ତରିଖରେ ଓଡ଼ିଶା ଆସିବେ ବିଜେପିର ୨ ବରିଷ୍ଠ ନେତା। କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶା ଗସ୍ତରେ ଆସିବେ ଏବଂ ପୁରୀ ଜିଲାରେ ହେବାକୁ ଥିବା ସଭାରେ ଯୋଗଦେବେ। ପୁରୀ ଓ କୃଷ୍ଣପ୍ରସାଦ ସମାବେଶରେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗଦେବେ ବୋଲି ଜଣାପଡ଼ିଛି। ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଓଡ଼ିଶା ଗସ୍ତରେ ଆସିବେ ଏବଂ ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲିକୋଟରେ ସଭା କରିବେ ବୋଲି ସୂଚନା ମିଳିଛି।

ଓଡ଼ିଶାରେ ପ୍ରଚାର କରିବେ ହେମା ମାଲିନି। ସେ ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ମାଲିନିଙ୍କୁ ସାମିଲ କରାଯାଇଛି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories