www.samajalive.in
Wednesday, December 10, 2025
16.1 C
Bhubaneswar

ଗାଡ଼ଭାଲୁର ମୃତଦେହ ଉଦ୍ଧାର

ଖୋର୍ଦ୍ଧା :  ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ସକାଳେ ଖୋର୍ଦ୍ଧା ନିକଟସ୍ଥ ମଳିପଡ଼ା ଛକ ଠାରୁ ଅଳ୍ପ ଦୂରରେ ଏକ ଗାଡ଼ଭାଲୁର ମୃତଦେହ ଉଦ୍ଧାର କରାଯାଇଛି। ଭାଲୁଟି ରକ୍ତାକ୍ତ ଅବସ୍ଥାରେ ମରିପଡ଼ିଥିଲା।  ଶନିବାର ରାତିରେ ରାସ୍ତା ଅତିକ୍ରମ କରିବା ବେଳେ କୌଣସି ଗାଡ଼ି ଭାଲୁଟିକୁ ଧକ୍କା ଦେଇଥିବାରୁ ତା’ର ମୃତ୍ୟୁ ହୋଇଛି ବୋଲି ଅନୁମାନ କରାଯାଉଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ଖୋର୍ଦ୍ଧା ବନବିଭାଗ ମୃତ ଗାଡ଼ଭାଲୁଟିକୁ  ଉଦ୍ଧାର କରିନେଇଛନ୍ତି।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories