www.samajalive.in
Wednesday, December 10, 2025
17.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ସ୍ଵତନ୍ତ୍ର ବତ୍କୃତା କାର୍ଯ୍ୟକ୍ରମ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସିନେଟ୍ ହଲ ଠାରେ ବିଶ୍ଵବିଦ୍ୟାଳୟ ପକ୍ଷରୁ ସ୍ୱତନ୍ତ୍ର ବକ୍ତୃତା କାର୍ଯ୍ୟକ୍ରମ କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ଦିଲ୍ଲୀ ସ୍ଥିତ ଆଇଆଇଟିର ଅର୍ଥନୀତି ବିଭାଗର ପ୍ରଫେସର ରିତିକା ଖେରା ଯୋଗ ଶୀର୍ଷକ ବେକାରୀ ଭତ୍ତା ଓ ଆର୍ଥିକ ଅନୁଦାନ ଏକ ଅଧିକାର ଉପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ଭତ୍ତା ଓ ଆର୍ଥିକ ସହାୟତା ଏକ ଅଧିକାର କୁ ନେଇ ନିଜ ମତ ଦେଇଥିଲେ। ମଧୁବାବୁ ପେନସନ, ମଧ୍ୟାହ୍ନ ଭୋଜନ, ବlର୍ଦ୍ଧକ୍ୟ ଭତ୍ତା ଆଦି ଉପରେ ଆଲୋକପାତ କରିବା ସହ ବିଭିନ୍ନ ରାଜ୍ୟର ଯୋଜନା ସହିତ ତୁଳଣାତ୍ମକ ବିଶ୍ଳେଷଣ କରିଥିଲେ। ଏହି ଅବସରରେ କୁଳପତି ପ୍ରଫେସର ଦାଶ ବିଭିନ୍ନ ଯୋଜନାର ଆଇନ କାନୁନ ଏବଂ ଯୋଜନାର କାର୍ଯ୍ୟଧାରା ଉପରେ ଆଲୋକପାତ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories