www.samajalive.in
Saturday, December 6, 2025
26.1 C
Bhubaneswar

ରାସ୍ତା ପାର୍ ବେଳେ ଘୋଷାଡି ନେଲା ଟ୍ରକ୍: ଦୁଇ ମୃତ

ଭୁବନେଶ୍ଵର: ଭୁବନେଶ୍ଵର ପଳାଶୁଣୀ ଛକରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତା ପାର୍ ହେଉଥିବାବେଳେ ଟ୍ରକ୍ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଏବଂ ଜଣେ ମହିଳା ଥିବା ଜଣାପଡିଛି। ଆଜି ସକାଳେ ଉଭୟ ରାସ୍ତା ପାର୍ ହେଉଥିବାବେଳେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ ସେମାନଙ୍କୁ ପ୍ରାୟ ୫୦୦ ମିଟର ଘୋଷାଡି ନେଇଛି। ଫଳରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଟ୍ରକଟି ଭୁବନେଶ୍ଵରରୁ କଟକ ଯାଉଥିଲା। ସେପଟେ ଦୁର୍ଘଟଣା ଘଟିବା ପରେ ଗାଡି ସହ ଡ୍ରାଇଭର ଫେରାର ହୋଇଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories