www.samajalive.in
Saturday, December 13, 2025
14.1 C
Bhubaneswar

ବାଉଁଶୁଣି ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭବ

ବାଉଁଶୁଣି: ବୌଦ୍ଧ ଜିଲା ବାଉଁଶୁଣି ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭବ କରିଛନ୍ତି ଲୋକେ। ରାତି ପ୍ରାୟ ୧୦ ଘଣ୍ଟା ୨୫ ମିନିଟ୍ ରୁ ୧୦ ଘଣ୍ଟା ୩୦ ମିନିଟ୍ ମଧ୍ୟରେ ମାଟି ଥରିବା ଭଳି ଲୋକେ ଅନୁଭବ କରିଛନ୍ତି। ବାଉଁଶୁଣି ଅଞ୍ଚଳର ବାଉଁଶୁଣି, ଗଡଭିତର, ଅଁଳାପାଲି, ବହିରା, ଜମଘାଟି, ଗୋଛାପଡ଼ା ଆଦି ଗ୍ରାମ ଗୁଡ଼ିକରେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ଜଣାପଡିଛି । ତେବେ ବାଉଁଶୁଣିରେ  ଭୂକମ୍ପ ହୋଇଥବା ନେଇ ସରକାରୀ ଭାବେ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories