www.samajalive.in
Thursday, December 11, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ରୋଡ୍ ସୋ’: ରାତି ୮ଟାରେ ଭୁବନେଶ୍ବରରେ ପହଞ୍ଚିବେ ମୋଦୀ

ଭୁବନେଶ୍ବର : ଆଜି ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ରାତି ୮ଟାରେ ଭୁବନେଶ୍ବରରେ ପହଞ୍ଚିବା ପରେ କରିବେ ରୋଡ୍ ସୋ ପ୍ରଧାନମନ୍ତ୍ରୀ ।  ରାଜ୍ୟ ବିଜେପି କାର୍ଯ୍ୟାଳୟଠାରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍ ସୋ ପାଇଁ ସବୁ ପ୍ରକାର ବ୍ୟବସ୍ଥା ହୋଇଛି । ଏଥିପାଇଁ ଟ୍ରାଫିକ୍ କଟକଣା ଜାରି ହୋଇସାରିଛି । ଅପରାହ୍ନ ୨ଟାରୁ ରୋଡ୍ ସୋ ସରିବା ପର୍ଯ୍ୟନ୍ତ ଗାଡି ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଯାଇଛି ।  ମୋଦୀଙ୍କ ରୋଡ୍ ସୋ ପାଇଁ ମାଷ୍ଟରକ୍ୟାଣ୍ଟିନଠୁ ବାଣୀବିହାର ପର୍ଯ୍ୟନ୍ତ ରାସ୍ତା ସିଲ୍ ରହିବ ବୋଲି ସୂଚନା ଦେଇଛି କମିଶନରେଟ୍ ପୁଲିସ । ଏହାସହ ଜନପଥକୁ ସଂଯୋଗ କରୁଥିବା କୌଣସି ଗଳିରୁ ଗାଡି ରାସ୍ତାକୁ ଛଡାଯିବନି ବୋଲି କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ମିଳିଛି।

ଧକୋଠା ଏସବିଆଇ ଏଟିଏମରୁ ୭.ଲକ୍ଷ ୪୨ହଜାର ଟଙ୍କା ଲୁଟ

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories