ଅକ୍ଷୟ ତୃତୀୟା : ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶୁକ୍ରବାର ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
ଓଡ଼ିଶା ଏବଂ ଓଡ଼ିଆ ସଂସ୍କୃତି ପାଇଁ ଅକ୍ଷୟ ତୃତୀୟା ଏକ ସ୍ୱତନ୍ତ୍ର ଦିନ। ଏହି ଦିନରେ ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥ ଯାତ୍ରା ପାଇଁ ରଥ ନିର୍ମାଣ ଆରମ୍ଭ ହୋଇଥାଏ। ଅଖି ମୁଠି ଅନୁକୂଳ ସହ ଅତି ନିବିଡ଼ ଭାବେ ଜଡ଼ିତ ଏହି ବିଶେଷ ଦିନରେ ଚାଷୀମାନେ ବିହନ ବୁଣିବା ଆରମ୍ଭ କରିଥା’ନ୍ତି।
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପା ସବୁବେଳେ ଆମ…
— Narendra Modi (@narendramodi) May 10, 2024
ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ। pic.twitter.com/LqWwq3mqfm
— Naveen Patnaik (@Naveen_Odisha) May 10, 2024
Comments are closed.