www.samajalive.in
Thursday, December 11, 2025
26.1 C
Bhubaneswar

ସୁରକ୍ଷାବାହିନୀ ସହ ଗୁଳି ବିନିମୟରେ ୧୨ ମାଓବାଦୀ ନିହତ

ଡେସ୍କ: ଛତିଶଗଡ଼ର ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ସହ ଗୁଳି ବିନିମୟରେ ୧୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ବରିଷ୍ଠ ପୁଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଜିଲ୍ଲା ରିଜର୍ଭ ଗାର୍ଡ ଓ ସ୍ପେଶାଲ ଟାସ୍କ ଫୋର୍ସର ମିଳିତ ଟିମ୍ ଗଙ୍ଗାଲୁର ଅଞ୍ଚଳର ପିଡିଆ ଗ୍ରାମ ନିକଟ ଜଙ୍ଗଲରେ ଏହି ଏନକାଉଣ୍ଟର କରିଥିଲେ। ଦୀର୍ଘ ସମୟର ଗୁଳି ବିନିମୟ ପରେ ଆଜି ଏହି ଅଞ୍ଚଳରୁ ୧୨ ଜଣ ମାଓବାଦୀଙ୍କ ମୃତଦେହ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏହି ଏନକାଉଣ୍ଟରରେ ଦୁଇ ଜଣ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଛନ୍ତି।

ଜବତ ଇସ୍ରାଏଲ ଜାହାଜରୁ ୫ ଭାରତୀୟ ନାବିକ ମୁକ୍ତ

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories