www.samajalive.in
Monday, December 8, 2025
27.1 C
Bhubaneswar

ବ୍ରାଜିଲ ବନ୍ୟା – ମୃତ୍ୟୁ ସଂଖ୍ୟା ୧୨୦କୁ ବୃଦ୍ଧି, ୧୪୧ ନିଖୋଜ

ଡେସ୍କ: ବ୍ରାଜିଲରେ ଗତକାଲି ପ୍ରବଳ ବର୍ଷା ଯୋଗୁଁ ହୋଇଥିବା ପ୍ରଳୟଙ୍କରୀ ବନ୍ୟାରେ ୧୨୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ୭୫୬ ଜଣ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ୧୪୧ ଜଣ ନିଖୋଜ ଥିବା ସୂଚନା ମିଳିଛି। ଏବେ ବି ଖୋଜାଖୋଜି ଓ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହି ବର୍ଷ ଓ ବନ୍ୟା ଯୋଗୁ ୮୫ ହଜାରରୁ ଅଧିକ ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ୭୧ ହଜାରରୁ ଅଧିକ ଲୋକ ଅସ୍ଥାୟୀ ଭାବେ ସ୍କୁଲ, କ୍ରୀଡ଼ା କମ୍ପ୍ଲେକ୍ସ ଓ ଚର୍ଚ୍ଚରେ ଆଶ୍ରୟ ନେଇଛନ୍ତି।

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories