www.samajalive.in
Sunday, December 14, 2025
26.1 C
Bhubaneswar

ଘାଟିରେ ଓଲଟିଲା ଅଟୋ: ୧୮ ଆହତ

ନବରଙ୍ଗପୁର: ଝରିଗାଁ ଚନ୍ଦାହାଣ୍ଡି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଘାଟିରେ ଏକ ଅଟୋ ଓଲଟି ପଡିଛି। ଏଥିରେ ୧୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories