www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷାଫଳ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଛାତ୍ରଛାତ୍ରୀ ନିଜ ଫଳାଫଳ ସିବିଏସଇର ଅଫିସିଆଲ ଓ୍ବେବସାଇଟ୍‌ cbseresults.nic.in କିମ୍ବା results.cbse.nic.inରେ ଯାଞ୍ଚ କରିପାରିବେ। ଚଳିତ ବର୍ଷ ପାସ୍‌ ହାର ୮୭.୯୮ ପ୍ରତିଶତ ରହିଛି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ୦.୬୫ ପ୍ରତିଶତ ଭଲ ପ୍ରଦର୍ଶନ କରିଛନ୍ତି ଛାତ୍ରଛାତ୍ରୀ। ଗତବର୍ଷ ୮୭.୩୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିଲେ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories