www.samajalive.in
Saturday, December 6, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଲଗାତାର ତୃତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ମୁମ୍ବାଇରେ ବିଲବୋର୍ଡ ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି..

- Advertisement -

୭୪ ଆହତ ଅବସ୍ଥାରେ ଚିକିତ୍ସାଧୀନ..

ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର..

ପଞ୍ଜରା ହାଡ ଓ ଫୁସଫୁସରେ ଲାଗିଛି ଆଘାତ..

ଅଧିକ ଫୋନ୍ ବ୍ୟବହାର କଲେ ଗୋଡାଇ ଗୋଡାଇ ମାରିବ ଷଣ୍ଢ ; ବିଶ୍ୱାସ ନ ହେଲେ ଦେଖନ୍ତୁ ଭିଡିଓ..

ଗୋଷାଣୀ ନୂଆଗାଁ ବୁଥ୍ ଆଗରେ ଗଣ୍ଡଗୋଳରେ ହୋଇଥିଲେ ଆହତ..

ଆସନ୍ତାକାଲି କଟକରେ ରୋଡ୍‌‌ ସୋ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ..

ଗୋପବନ୍ଧୁ ପାର୍କରୁ ଆରମ୍ଭ ହୋଇ ବକ୍ସି ବଜାର ଦେଇ ହେବ ରୋଡ୍‌‌ ସୋ..

ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର ଦେଇ ଯିବ ରୋଡ୍‌‌ ସୋ..

ସମ୍ବଲପୁର ବୁର୍ଲା ଥାନା ବିଷ୍ଣୁମନ୍ଦିରପଡା ଅଞ୍ଚଳରେ ଅଘଟଣ..

ରାସ୍ତାକଡରୁ ଜଣଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ..

୨୮ଟି ଆସନରୁ ୨୪ଟି ଆସନ ଜିତିବ ବିଜେଡି..

ଦୁଇଟି ସିଟରେ କଂଗ୍ରେସ ଓ ଗୋଟିଏ ସିଟରେ ବିଜେପି ସହ ଟକ୍କର ହେବ..

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଦମ୍ଭୋକ୍ତି..

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ଏହି ରାଶିଙ୍କ ଖୋଲି ଯିବ ଭାଗ୍ୟ, ଦରମାରେ ବୃଦ୍ଧି, ମିଳିବ ଚାକିରି..

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories