www.samajalive.in
Thursday, December 11, 2025
18.1 C
Bhubaneswar

ସଂପୂର୍ଣ୍ଣ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି ଇଭିଏମ୍ : ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ହୋଇସାରିଛି। ମତଦାନ ପରେ ଇଭିଏମଗୁଡ଼ିକୁ ବିଭିନ୍ନ ଷ୍ଟ୍ରଙ୍ଗରୁମରେ ସଂପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି।

ପ୍ରଥମ ସ୍ତରରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ଓ ଦ୍ୱିତୀୟ ସ୍ତରରେ ରାଜ୍ୟ ସଶସ୍ତ୍ର ପୋଲିସ ବାହିନୀଙ୍କ ସୁରକ୍ଷା ବଳୟ ମଧ୍ୟରେ ଏହି ଷ୍ଟ୍ରଙ୍ଗରୁମଗୁଡ଼ିକ ରହିଛନ୍ତିା ସିସିଟିଭି ମନିଟରିଂ ମଧ୍ୟ ଜାରୀ ରହିଛିା ନିର୍ବାଚନରେ ପ୍ରତିଦ୍ବନ୍ଦ୍ବୀତା କରିଥିବା ପ୍ରାର୍ଥୀମାନଙ୍କ ପ୍ରତିନିଧିମାନେ ମତଗଣନା ପର୍ଯ୍ୟନ୍ତ ଏଠାରେ ଉପସ୍ଥିତ ରହିବାର ବ୍ୟବସ୍ଥା ରହିଛିା ମତଗଣନା ସଂପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି ସମସ୍ତ ଷ୍ଟ୍ରଙ୍ଗରୁମ ସିଏପିଏଫ୍ ସୁରକ୍ଷା ବଳୟ ମଧ୍ୟରେ ସଂପୂର୍ଣ୍ଣ ସୁରକ୍ଷିତ ଭାବେ ରହିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚିତ କରିଛନ୍ତି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories