www.samajalive.in
Saturday, December 6, 2025
26.1 C
Bhubaneswar

ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍

ନବରଙ୍ଗପୁର : ଘରେ ପଶି ବନ୍ଧୁକ ଦେଖାଇ କଳାକନା ବୁଲାଇଲେ ଦୁର୍ବୃତ୍ତ। ଡଙ୍ଗରଭେଜା ଗାଁରେ ଜଣେ ଶିକ୍ଷୟିତ୍ରୀଙ୍କ ଘରୁ ଦୁର୍ବୃତ୍ତଏହି ଲୁଟ୍ କରିଥିବା ବୁଧବାର ଅଭିଯୋଗ ହୋଇଛି। ୮ ଜଣ ଲୁଟେରା ବନ୍ଧୁକ ସହ ଖଣ୍ଡା ଧରି ଘରେ ପଶି ଲୁଟି ନେଲେ। ୮ ଲକ୍ଷର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍ ହୋଇଥିବା ଜଣାପଡିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories