www.samajalive.in
Wednesday, December 10, 2025
17.1 C
Bhubaneswar

ଗଞ୍ଜାମକୁ ଦେଶର ୧ ନମ୍ବର ଜିଲ୍ଲା କରିବ ବିଜେପି – ଅମିତ ଶାହା

ଡେସ୍କ: ଆଜି ଦଳୀୟ ନିର୍ବାଚନ ପ୍ରଚାରରେ ଆସି ବିଜେପି ନେତା ତଥା ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି, ରାଜ୍ୟରେ ବିଜେପି ସରକାର ଆସିଲେ ଗଞ୍ଜାମକୁ ଦେଶର ୧ ନମ୍ବର ଜିଲ୍ଲାରେ ପରିଣତ କରିବ। ଗଞ୍ଜାମର ସୋରଡ଼ା ଠାରେ ଦଳୀୟ ନିର୍ବାଚନ ସଭାରେ ଯୋଗଦେଇ ଶ୍ରୀ ଶାହା ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ତେବେ ପୂର୍ବରୁ ଶ୍ରୀ ମୋଦୀ ଓଡ଼ିଶାରେ କହିଥିବା କଥାକୁ ସେ ଦୋହରାଇଛନ୍ତି।

ଆଜିର ସଭାରେ ଶ୍ରୀ ଶାହା ରାଜ୍ୟରେ ୩୧୦୦ ଟଙ୍କାରେ ଧାନ କ୍ରୟ, ଶ୍ରୀମନ୍ଦିରର ୪ଟି ଦ୍ୱାରା ଖୋଲିବା, ରତ୍ନଭଣ୍ଡାର କମିଶନ ରିପୋର୍ଟ ସାର୍ବଜନୀନ କରିବା ଓ ୱାନ୍‌ ନେସନ-ୱାନ୍‌ ରାସନ କାର୍ଡ ଭଳି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ଶ୍ରୀ ଶାହା ରାଜ୍ୟରେ ଅଣଓଡ଼ିଆ ଶାସନକୁ ସମାଲୋଚନା କରି କହିଛନ୍ତି, ୧୮ ମାସ ମଧ୍ୟରେ ଚିଟ୍‌ଫଣ୍ଡ ଠକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

୨୬ ସପ୍ତାହର ଗର୍ଭପାତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

- Advertisement -

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories