www.samajalive.in
Friday, December 12, 2025
27.1 C
Bhubaneswar

ମା’ ନାରାୟଣୀ ଯାତ୍ରାର ପଞ୍ଚମ ଦିବସ, ଭଜନରେ କମ୍ପିଲା ମଣ୍ଡପ

ଫୁଲବାଣୀ: ଫୁଲବାଣୀ ମା ନାରାୟଣୀ ଯାତ୍ରାର ପଞ୍ଚମ ଦିବସ ସଂକ୍ରାନ୍ତି ପଡିଥିବାରୁ ମା’ଙ୍କର ବିଶ୍ରାମ ଦିବସ। ସନ୍ଧ୍ୟାରେ ବନବାସୀ ଭଜନ ସନ୍ଧ୍ୟା ବାଲିଗୁଡ଼ା ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ମୁଖ୍ୟଅତିଥି ଭାବେ ମାଙ୍କ ପୂଜକ ମାନେ ଶୁଭ ଉଦଘାଟନ କରିଥିଲେ। ପ୍ରାୟ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ କରିବା ସହ ଭଜନ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ। ଏଥି ସହିତ ନାରାୟଣୀ ଆଳତି ବାହିନୀଙ୍କ ଦ୍ଵାରା ଆଳତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories