www.samajalive.in
Friday, December 5, 2025
17.1 C
Bhubaneswar

ଭୁବନେଶ୍ୱରରେ ଜେପି ନଡ୍ଡାଙ୍କ ରୋଡ୍‌‌ ଶୋ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରୋଡ୍‌‌ ଶୋ କରିଛନ୍ତି। ମାଉସୀ ମା ମନ୍ଦିର ଛକରୁ ରୋଡ ଶୋ ଆରମ୍ଭ ହୋଇ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ହୋଇଛି। ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂ ନଡ୍ଡାଙ୍କ ସହ ରୋଡ ଶୋ ରେ ସାମିଲ ହୋଇଥିଲେ। ଶୋଭାଯାତ୍ରା ପରେ ଜେପି ନଡ୍ଡା ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଏହାପରେ ଅପରାହ୍ନରେ ପଦ୍ମପୁରରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଉଦବୋଧନ ଦେବେ ନଡ୍ଡା। ସାଢେ ୩ଟାରେ ସୁନ୍ଦରଗଡରେ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

 

- Advertisement -

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories