www.samajalive.in
Saturday, December 13, 2025
14.1 C
Bhubaneswar

କମିଲା ୪୧ଟି ଔଷଧର ମୂଲ୍ୟ

ଡେସ୍କ: କେନ୍ଦ୍ର ସରକାର ୪୧ଟି ଔଷଧ ଓ ୬ଟି ଫର୍ମୁଲେସନର ମୂଲ୍ୟ ହ୍ରାସ କରିଛନ୍ତି। ସେଗୁଡିକ ମଧ୍ୟରେ ମଧୁମେହ, ହୃଦୟ ଓ ଯକୃତ ରୋଗ ଭଳି ରୋଗର ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ଔଷଧ ରହିଛି। ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ଯେପରି ଜନସାଧାରଣଙ୍କ ପାଇଁ ସୁଲଭ ରହିବ ସେଥିପାଇଁ ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନପିପିଏ)ର ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବିଭିନ୍ନ ଔଷଧର ହ୍ରାସ ପାଇଥିବା ମୂଲ୍ୟ ସମ୍ପର୍କରେ ତୁରନ୍ତ ଡିଲର ଓ ଷ୍ଟକିଷ୍ଟଙ୍କୁ ଜଣାଇବାକୁ ଔଷଧ କଂପାନିଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।

ଆପଣଙ୍କୁ ଫୋନ କରିବେ ସଚିନ ତେନ୍ଦୁଲକର

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories