www.samajalive.in
Tuesday, December 9, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀଙ୍କ ପୁଣି ଓଡ଼ିଶା ଗସ୍ତ..

ମେ ୧୯ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

- Advertisement -

୨୦ରେ ପୁରୀ, କଟକ ଓ ଅନୁଗୁଳରେ ପ୍ରଚାର..

ରାଉରକେଲାରେ ବିଜେପି ନେତା ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା..

ଶୁକ୍ରଙ୍କ ରାଶି ପରିବର୍ତ୍ତନ ; ଭାଗ୍ୟଶାଳୀ ହେବେ ଏହି ରାଶି, ହେବନି ପକେଟ୍ ଖାଲି, ମିଳିବ ଚାକିରି..

ଧରାପଡିଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ ବାଘ..

ଖଲ୍ଲିକୋଟ ହତ୍ୟା ଘଟଣା ତଦନ୍ତ କରିବ ଏସଆଇଟି..

ଏସଆଇଟି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବ..

ଭୁଲରେ ବି ଲୁହା କଡେଇରେ ପ୍ରସ୍ତୁତ କରନ୍ତୁ ନାହିଁ ଏହି ୫ଟି ଖାଦ୍ୟ : ନଚେତ୍..

ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ..

ତଦନ୍ତ କରି ୩୦ଦିନ ମଧ୍ୟରେ ଚାର୍ଜସିଟ୍‌‌ ଦାଖଲ କରିବ ଏସଆଇଟି..

ଏଡିଜି ରାଧାକୃଷ୍ଣ ଶର୍ମା ଛତ୍ରପୁରଠାରେ ରହି ଆଇନଶୃଙ୍ଖଳା ତଦାରଖ କରିବେ..

ଦେଖନ୍ତୁ ଭିଡିଓ : ଏ ହେଉଛି ସ୍ମାର୍ଟ ହାତୀ..

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories