www.samajalive.in
Monday, December 8, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେପିରୁ ବହିଷ୍କୃତ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର.. ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ..

ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ ବିଜେପିରୁ ବିଦା.. ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟ ଦଳରୁ ବହିଷ୍କୃତ..

- Advertisement -

କଟକ ସଦର ନିର୍ବାଚନୀ ପ୍ରଚାର ଅଧାରୁ ଫେରିଗଲେ ସିନେ ଅଭିନେତ୍ରୀ ହେମା ମାଳିନୀ.. ସଭାସ୍ଥଳରେ ଯୋଗ ନ ଦେଇ ଫେରିଗଲେ ହେମା ମାଳିନୀ.. ନିରାଶ ହୋଇ ଫେରିଲେ କର୍ମୀ ଓ ସମର୍ଥକ..

ଦୁଷ୍କର୍ମକାରୀକୁ ୧୦ବର୍ଷ ଜେଲ୍‌‌.. ନାବାଳିକା ଦୁଷ୍କର୍ମକାରୀକୁ ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ଜେଲ୍‌‌ ଦଣ୍ଡାଦେଶ ଶୁଣାଇଛନ୍ତି.. ପାଟଣା ଥାନା କାମେଶ୍ୱରପୁର ଗ୍ରାମର ଦୋଷୀ ଶରତ ମୁଣ୍ଡା(୨୨) ୧୦ବର୍ଷ ଜେଲ୍‌‌ ଦଣ୍ଡରେ ଦଣ୍ଡିତ..

ଓଡ଼ିଶାରେ ଏବେବି ୨୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମିଳିପାରି ନାହିଁ.. ରାଉରକେଲାରେ କହିଲେ ବିଜେପି ନେତା ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା..

ନାକଟିଦେଉଳରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର.. ‘ଶପଥଗ୍ରହଣ ପରେ ପ୍ରଥମେ ବିଜୁଳି ବିଲ୍‌‌ ଛାଡ଼ ଘୋଷଣାରେ ଦସ୍ତଖତ କରିବି’..

ପ୍ରଧାନମନ୍ତ୍ରୀଙ୍କ ପୁଣି ଓଡ଼ିଶା ଗସ୍ତ.. ମେ ୧୯ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ୨୦ରେ ପୁରୀ, କଟକ ଓ ଅନୁଗୁଳରେ ପ୍ରଚାର..

ଧରାପଡିଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ ବାଘ..

ଖଲ୍ଲିକୋଟ ହତ୍ୟା ଘଟଣା ତଦନ୍ତ କରିବ ଏସଆଇଟି.. ଏସଆଇଟି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବ.. ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ.. ତଦନ୍ତ କରି ୩୦ଦିନ ମଧ୍ୟରେ ଚାର୍ଜସିଟ୍‌‌ ଦାଖଲ କରିବ ଏସଆଇଟି..

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories