www.samajalive.in
Friday, December 12, 2025
16.1 C
Bhubaneswar

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୬୯.୧୬% ମତଦାନ

ଡେସ୍କ: ୨୦୨୪ ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନରେ ୬୯.୧୬% ମତଦାନ ହୋଇଛି। ନିର୍ବାଚନର ସଂଶୋଧିତ ତଥ୍ୟ ଜାରି କରି ନିର୍ବାଚନ ଆୟୋଗ ଆଜି କହିଛନ୍ତି ଯେ ୬୯.୫୮% ପୁରୁଷ ମତଦାନ ହୋଇଥିବା ବେଳେ ମହିଳା ମତଦାନ ୬୮.୭୬ ପ୍ରତିଶତ ରହିଛି। ତୃତୀୟ ଲିଙ୍ଗ ମତଦାନ ହାର ୩୪.୨୩% ଥିଲା। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ଲୋକସଭା ଆସନରେ ମତଦାନ ହୋଇଥିଲା।

ଖଲିକୋଟ ହତ୍ୟାମାମଲାର ତଦନ୍ତ କରିବ ଏସଆଇଟି

- Advertisement -

ଚତୁର୍ଥ ପର୍ଯ୍ୟାୟରେ ଆନ୍ଧ୍ରପ୍ରଦେଶର ୨୫ଟି, ତେଲେଙ୍ଗାନାର ୧୭ଟି, ଉତ୍ତରପ୍ରଦେଶର ୧୩ଟି, ମହାରାଷ୍ଟ୍ରର ୧୧ଟି, ମଧ୍ୟପ୍ରଦେଶ ଓ ପଶ୍ଚିମବଙ୍ଗର ୮ଟି ଲେଖାଏଁ ଆସନ, ବିହାରର ୫ଟି, ଝାଡ଼ଖଣ୍ଡ ଓ ଓଡ଼ିଶାର ୪ଟି ଲେଖାଏଁ ଆସନ ସହ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ଗୋଟିଏ ଆସନରେ ମୋଟ ୧ ହଜାର ୭୧୭ ଜଣ ପ୍ରାର୍ଥୀ ଏହି ପର୍ଯ୍ୟାୟରେ ନିର୍ବାଚନ ଲଢ଼ୁଛନ୍ତି।

ରାଉରକେଲାରେ ଶାହା…ପୁଣି ପୁରୁଣା ପାଠର ଆଲୋଚନା

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories