www.samajalive.in
Sunday, December 14, 2025
19.1 C
Bhubaneswar

ବଜ୍ରାଘାତରେ ନାବାଳିକା ମୃତ, ୩ ଆହତ

କେନ୍ଦୁଝର: ଆଜି ବାଙ୍ଗିରିପୋଷି ବ୍ଲକ ଶୋରିଷପାଳ ରଙ୍ଗାମାଟିଆ ଗାଁରେ ବଜ୍ରପାତ ହୋଇଥିଲା। ଏହି ବଜ୍ରାଘାତରେ ୬ ବର୍ଷର ଜଣେ ବାଳିକାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ପରିବାର ୩ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories