www.samajalive.in
Monday, December 8, 2025
20.1 C
Bhubaneswar

ଦ୍ଵିତୀୟ ପର୍ଯ୍ୟାୟ ମତଦାନ: ଆଜି ସରୁଛି ପ୍ରଚାର

ଭୁବନେଶ୍ଵର: ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟ ମତଦାନ । ଏଥିପାଇଁ ଆଜି ସରୁଛି ପ୍ରଚାର। ଶେ​‌ଷ ଦିନରେ ୩ ପ୍ରମୂଖ ଦଳ ପ୍ରଚାର ଜୋରଦାର କରିବେ। ଦ୍ଵିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ , ସଙ୍ଗୀତା ସିଂଦେଓ, ଜୁଏଲ ଓରାମ୍, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ୍‌, ସୁଶାନ୍ତ ସିଂ, କଳିକେଶ ସିଂଦେଓଙ୍କ ଭଳି ହେଭିଓ୍ବେଟ୍ ଅଛନ୍ତି। ଦ୍ଵିତୀୟ ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ତତଅଧିନରେ ଆସୁଥିବା ୩୫ ଆସନରେ ମତଦାନ ହେବ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories