www.samajalive.in
Saturday, December 6, 2025
15.1 C
Bhubaneswar

ପଞ୍ଚମ ପର୍ଯ୍ୟାୟ ପାଇଁ ଆଜି ସରୁଛି ପ୍ରଚାର

ନୂଆଦିଲ୍ଲୀ: ଦେଶରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର। ଆସନ୍ତା ୨୦ ତାରିଖରେ ହେବ ଭୋଟ୍ ଗ୍ରହଣ। ତେଣୁ ଆଜି ଶେଷ ଦିନରେ ପ୍ରଚାର କାର୍ଯ୍ୟକୁ ଜୋରଦାର କରିବେ ବିଭିନ୍ନ ରାଜନୈତିକ ଦଳ। ୮ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ସିଟ୍ ପାଇଁ ପଞ୍ଚମ ପର୍ଯ୍ୟାୟରେ ମତଦାନ ହେବ । ଏହି ପର୍ଯ୍ୟାୟରେ ମୋଟ୍ ୬୯୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ରହୁଛି। ବିହାରର ୫ , ଜାମ୍ମୁ କାଶ୍ମୀରର ୧ , ଝାରଖଣ୍ଡର ୩, ଲଦାଖର ୧, ମହାରା​‌ଷ୍ଟ୍ରର ୧୩, ଉତ୍ତର ପ୍ରଦେଶର ୧୪ ଆସନ । ସେହିପରି ପଶ୍ଚିମବଙ୍ଗର ୭ ଆସନ ସମେତ ଓଡିଶାର ୫ ଆସନରେ ମତଦାନ ହେବ । ଏହି ପର୍ଯ୍ୟାୟରେ ହେଭିଓ୍ବେଟ୍ ଙ୍କ ମଧ୍ୟରେ ରହିଛନ୍ତି ଉତ୍ତର  ମୁମ୍ବାଇରୁ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ, ମୁମ୍ବାଇ ନର୍ଥ ସେଣ୍ଟରରୁ ବିଜେପି ପ୍ରାର୍ଥୀ ଉଜ୍ଜଲ ନିକମ୍ , କଂଗ୍ରେସ ପ୍ରାର୍ଥୀ ରାହୁଲ ଗାନ୍ଧୀ , ବିଜେପିର ରାଜନାଥ ସିଂ, ସ୍ମୃତି ଇରାନୀ ଭଳି ନେତା ଅଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories