www.samajalive.in
Saturday, December 13, 2025
26.1 C
Bhubaneswar

ଓଡିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା

ଭୁବନେଶ୍ଵର: ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷ ଦିନରେ ଓଡିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା। କେନ୍ଦ୍ରମନ୍ତ୍ରୀ ଅଶ୍ଵନୀ ବୈଷ୍ଣବ ଆଜି ସୁନ୍ଦରଗଡ ବଣାଇ ଏବଂ ରାଜଗାଙ୍ଗପୁରରେ ଜନସଭାକୁ ସମ୍ବୋଧନ କରିବେ। ସେପଟେ ବଲିଉଡ୍ ଡ୍ରିମ୍ ଗାର୍ଲ ତଥା ବିଜେପି ସାଂସଦ ହେମାମାଳିନୀ ଆଜି ଅନୁଗୁଳ, ପାଲଲହଡା ଏବଂ ଦେବଗଡରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ସେପଟେ କେନ୍ଦ୍ରମନ୍ତ୍ରୀ ଭୂପିନ୍ଦର ସିଂ ଯାଦବ ଆଜି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ମୁରିବାହାଲରେ ଜନସଭାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଏପଟେ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ବ୍ରଜରାଜନଗର ଏବଂ ଝାରସୁଗୁଡାରେ ଜନସଭାରେ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories