www.samajalive.in
Sunday, December 14, 2025
26.1 C
Bhubaneswar

ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ 

ନୀଳଗିରି: ନୀଳଗିରି ଥାନା ଅଧୀନ ପଞ୍ଚଲିଙ୍ଗେଶ୍ୱରରେ ଜଣେ ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଶନିବାର ରାତିରେ ସ୍ଥାନୀୟ ମାଉଣ୍ଟେନ ଟ୍ରେଲ ହୋଟେଲର ମାଲିକ ବିବେକ ସ ପରିବାର ସହ ହୋଟେଲରେ ବସିଥିଲେ। ଏହି ସମୟରେ କୋଳିଗଡ଼ି ଗାଁର ବନ ଓରଫ ଦୀନବନ୍ଧୁ ମଲିକ, ମର୍ଦରାଜପୁର ଗାଁର ବିବେକ ଜେନା ଓ ଅନ୍ୟ ୨ସହଯୋଗୀ ପହଞ୍ଚି ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିଥିଲେ। ସମ୍ପୃକ୍ତ ହୋଟେଲ ମାଲିକ ଏହାକୁ ପ୍ରତିବାଦ କରିବାରୁ ଅଭିଯୁକ୍ତ ବନ ଏକ ଇଟାରେ ତାଙ୍କ ମୁଣ୍ଡକୁ ପ୍ରହାର ଦେଇଥିଲା। ରକ୍ତ ଜୁଡୁବୁଡୁ ଅବସ୍ଥାରେ ହୋଟେଲ ମାଲିକଙ୍କୁ  ଉଦ୍ଧାର କରାଯାଇ ନୀଳଗିରି ଡାକ୍ତରଖାନା ରେ ଭର୍ତ୍ତି କରାଯାଇଛି। ଏନେଇ ନୀଳଗିରି ଥାନାରେ ତାଙ୍କ ମା ସରସ୍ବତୀ ନାୟକ ଏତଲା ଦାୟର କରିଛନ୍ତି। ପୁଲିସ ଏହି ଘଟଣାରେ ତଦନ୍ତ ଆରମ୍ଭ କରିଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories