www.samajalive.in
Sunday, December 7, 2025
14.1 C
Bhubaneswar

ବସ୍ତାରୁ ୧୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ; ଅଭିଯୁକ୍ତ ଗିରଫ

ବସ୍ତା : ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ସଦନନ୍ଦପୁର ଗ୍ରାମରେ ବ୍ରାଉନସୁଗାର ଜବତ କରାଯାଇଛି। ଗ୍ରାମନିବାସୀ ଫାରୁକ ଖାଁଙ୍କ ପୁଅ ଅବଦୁଲ ଫରିଦ ଖାଁକୁ ଅବକାରୀ ବିଭାଗ ଗିରଫ କରିଛି। ଅବଦୁଲଙ୍କ ନିକଟରୁ ଅବକାରୀ ବିଭାଗ ୧୫୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଜବତ ହୋଇଥିବା ବ୍ରାଉନସୁଗାରର ମୂଲ୍ୟ ୧୬ ଲକ୍ଷ ଟଙ୍କା ରହିଛି। ସେ ଏହି ବ୍ରାଉନସୁଗାର ନେଟୱାର୍କ ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ପର୍ଯ୍ୟନ୍ତ ବ୍ୟପିଥିିବା ଜଣାପଡିଛି। ଅଭିଯୁକ୍ତ ଅବଦୁଲଙ୍କୁ ପୁଲିସ କୋର୍ଟ ଚାଲାଣ କରିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories