www.samajalive.in
Monday, December 8, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ..ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା.. ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡଗେ ମେ ୨୬, ୨୭ ଓ ୨୮ ତାରିଖରେ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦଳ ପାଇଁ ପ୍ରଚାର କରିବେ..

ମୋଦୀଙ୍କ ପାଇଁ ପୁରୀରେ ୬୩ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ.. କାଲି ପ୍ରଧାନମନ୍ତ୍ରୀଙ୍କ ପୁରୀ ଗସ୍ତ ସହ ରୋଡ୍ ଶୋ ପାଇଁ କଟକଣା.. ତାଳବଣିଆରେ ପହଞ୍ଚିବାର ୧ ଘଣ୍ଟା ପୂର୍ବରୁ ପୁରୀରେ କଟକଣା.. ଶ୍ରୀଜୀଉଙ୍କ ଦର୍ଶନ ପାଇଁ ସାଢେ ୭ଟାରେ ପହଞ୍ଚିବେ ମୋଦୀ..

- Advertisement -

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ..

ଆମ୍‌‌ ଆଦମୀ ପାର୍ଟି(ଆପ୍‌‌)କୁ ଭୋଟ ଦେବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ.. ଦିଲ୍ଲୀରେ ଆସନ୍ତା ୨୫ ତାରିଖରେ ହେବାକୁ ଥିବା ନିର୍ବାଚନରେ ସେ ଆପ୍‌‌କୁ ଭୋଟ ଦେବେ ବୋଲି ରବିବାର ଏଠାରେ ଆୟୋଜିତ ଏକ ବିଶାଳ ରାଲିରେ କହିଛନ୍ତି ରାହୁଲ..

ଭୁବନେଶ୍ଵରରେ ମେ ୨୧ଓ କଟକରେ ମେ ୨୨ମଧ୍ୟାହ୍ନ ୧୧.୪୩ ରେ ଶୂନ୍ୟ ଛାୟା..

ରେଢ଼ାଖୋଲ ସଭାରେ ସମ୍ବୋଧନ କରି କହିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ.. ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି..

ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ.. ରାଜଭବନରେ କରିବେ ରାତ୍ରୀଯାପନ.. ସୋମବାର ପୁରୀରେ ରୋଡ ଶୋ.. ଢେଙ୍କାନାଳ ଓ କଟକରେ କରିବେ ଜନସଭା..

କେନ୍ଦୁଝର, ଭଦ୍ରକ, ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର..

ବିଜେଡି ଛାଡି ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ..

ଆସନ୍ତାକାଲି ଦ୍ବିତୀୟ ପର୍ୟ୍ୟାୟ ଭୋଟିଂ.. ବୁଥ୍ ମୁହାଁ ପୋଲିଂ ପାର୍ଟି..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories