www.samajalive.in
Saturday, December 6, 2025
19.1 C
Bhubaneswar

ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ, ବରଗଡରେ ସର୍ବାଧିକ ଓ ସୁନ୍ଦରଗଡରେ ସର୍ବନିମ୍ନ ଭୋଟିଂ

ଭୁବନେଶ୍ୱର: ଆଜି ରାଜ୍ୟରେ ୫ଟି ସଂସଦୀୟ କ୍ଷେତ୍ର ଓ ୩୫ବିଧାନସଭା ଆସନରେ ଭୋଟିଂ ହେଉଛି। ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ବରଗଡରେ ସର୍ବାଧିକ ୯.୩୧ ପ୍ରତିଶତ ଭୋଟ୍‌‌ ପଡିଛି। ଆସିକାରେ ୭.୬୨ ପ୍ରତିଶତ, ବଲାଙ୍ଗୀରରେ ୫.୭୬ ପ୍ରତିଶତ, କନ୍ଧମାଳରେ ୬.୭୯ପ୍ରତିଶତ, ଏବଂ ସୁନ୍ଦରଗଡରେ ୪.୮୯ ପ୍ରତିଶତ ମତଦାନ ହୋଇଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories