www.samajalive.in
Monday, December 15, 2025
26.1 C
Bhubaneswar

ଡିଭାଇଡରରେ ପିଟି ହେଲା ବସ୍: ପୁଲିସ୍ କର୍ମଚାରୀ ଆହତ

ବ୍ରହ୍ମପୁର: ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ବସ୍ ଦୁର୍ଘଟଣା। ଛତ୍ରପୁର ଡିଆରଡିଏ ଛକ ନିକଟରେ ଏକ ବସ୍ ଡିଭାଇଡରରେ ପିଟି ହୋଇଯାଇଛି। ଏଥିରେ ଜଣେ ପୁଲିସ୍ କର୍ମଚାରୀ ଆହତ ହୋଇଥିବାବେଳେ ଅନ୍ୟମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି।  ବସ୍‌ଟି ଭଞ୍ଜନଗରରୁ ୨୦ ଜଣ ପୁଲିସ୍ କର୍ମଚାରୀ ନେଇ ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories